ନୂତନ କୃଷି ଆଇନକୁ ମା’ ଅନ୍ଧାରୀ କୄଷକ ସଙ୍ଗଠନର ବିରୋଧ

ଲଇକେରା, (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି କୃଷକ ସଂଘ। ଲଇକେରାଠାରେ ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଚାଷୀ। ମା’ ଅନ୍ଧାରୀ କୄଷକ ସଂଗଠନ ପକ୍ଷରୁ ଲଇକେରା-ବାମରା ଏବଂ ଲଇକେରା-ବାଗଡିହି ରାସ୍ତାକୁ ଅବରୋଧ କରାଯାଇଛି। କେନ୍ଦ୍ର ସରକାରଙ୍କ ଦ୍ଵାରା ଲାଗୁ କରାଯାଇଥିବା କୃଷି ଆଇନରେ ଥିବା ଠିକାଚାଷ ବ୍ୟଵସ୍ଥା, ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ପରିବର୍ତ୍ତନ ଓ ଘରୋଇ ମଣ୍ଡି ବ୍ୟବସ୍ଥାକୁ ଚାଷୀ ବିରୋଧ କରିଛନ୍ତି। ସଂଶୋଧିତ ଆଇନ ଉଭୟ କୃଷକ ଓ ଖାଉଟି ବିରୋଧୀ ବୋଲି ଚାଷୀମାନେ କହିଛନ୍ତି। ଜମି ମାଲିକାନାକୁ ଅକ୍ଷୁର୍ଣ୍ଣ ରଖି ଭାଗଚାଷୀଙ୍କୁ ଆଇନଗତ ମାନ୍ୟତା, ସରକାରୀ ମଣ୍ଡି ବ୍ୟବସ୍ଥାକୁ ମଜବୁତ ଓ ସଂଖ୍ୟା ବୃଦ୍ଧି ଆଦି ଦାବି ରଖିଛି ଚାଷୀ ସଙ୍ଗଠନ।

ପ୍ରତିବାଦରେ ମା’ ଅନ୍ଧାରୀ କୄଷକ ସଙ୍ଗଠନ ପକ୍ଷରୁ ଗୁରୁବାର ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ରାସ୍ତା ଅବରୋଧ କରାଯାଇଥିଲା। ସଂଗଠନ ସଭାପତି ହେମନ୍ତ ସାଗର କୁମୁରାଙ୍କ ନେତୃତ୍ୱରେ ବ୍ଲକର ଶତାଧିକ ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିଲେ। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ