Masthead

ମହାକାଳୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କର ସପ୍ତମାତୃକା ପୂଜା ଆରମ୍ଭ ହୋଇଛି । ସପ୍ତମାତୃକା ବେଶ ୭ଦିନ ଧରି ଚାଲିବ । ପ୍ରତିଦିନ ସାତଟି ଵେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’ ଭଦ୍ରକାଳୀ। ଆଜି ଦ୍ଵିତୀୟ ଦିନରେ ମହାକାଳୀ ଵେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ମା’ ଭଦ୍ରକାଳୀ ସଵୁଦିନ ଶାନ୍ତ ରୂପେ ଦର୍ଶନ ଦେଉଥିଵା ଵେଳେ ଆଜି ଉଗ୍ରରୂପା ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ଶତ୍ରୁଙ୍କୁ ସଂହାର କରିବା ପାଇଁ ଏହି ଵେଶ ଧାରଣ କରିଥାନ୍ତି ମା’ । ପହଡ ଖୋଲିଵା ପରେ ମା’ଙ୍କର ନୀତିକାନ୍ତି ଆରମ୍ଭ ହୋଇଛି । ଆସନ୍ତାକାଲି ମା’ ରାଜରାଜେଶ୍ଵରୀ ବେଶ ଧାରଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ