Masthead

ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି ମା’ ସମଲେଶ୍ୱରୀ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ମା’ ସମଲେଶ୍ୱରୀଙ୍କର ଆଜି ଧବଳମୁଖୀ ବେଶ । ମହାଳୟା ଦିନ ମା’ଙ୍କର ଏହି ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହୋଇଥାଏ । ଆଗି ଗୋଟିଏ ଦିନ ମା’ ନାଲି ସିନ୍ଦୁର ମୁହଁରୁ ବାହାରି ଧବଳମୁଖୀ ବେଶରେ ଦର୍ଶନ ଦେଇଥାଆନ୍ତି ।

ମହାଳୟା ଦିନ ମା’ଙ୍କର ଏହି ବେଶ ଦର୍ଶନ କଲେ ଗଙ୍ଗା ସ୍ନାନର ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶକୁ ଗଙ୍ଗାବେଶ ବୋଲି ମଧ୍ୟ କୁହାଯାଏ । ଏହି ବେଶ ଦର୍ଶନ କରିବା ପାଇଁ ମା’ଙ୍କ ପାଖରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଏନେଇ ଆଜି ସମଲେଶ୍ୱରୀ ମନ୍ଦିରରେ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା