Masthead

‘ମନ୍‌ କି ବାତ୍‌’ରେ ରଥଯାତ୍ରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ଭାଗ ନେଉ ନ ଥିଲେ। ତେବେ ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି ଏବଂ ପ୍ରଧାନମନ୍ତ୍ରୀ ଏହି ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି।

ଏହା ପୂର୍ବରୁ ଗତ ଫେବୃଆରୀ ମାସରେ ୧୧୦ତମ ମନ କୀ ବାତ୍ ସଂସ୍କରଣରେ ରେଡିଓରେ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ ମୋଦି । ତେବେ ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ରଥଯାତ୍ରା କଥା କହିଛନ୍ତି । ଆସନ୍ତା ସପ୍ତାହରେ ମହାପ୍ରଭୁ‌ଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏଣୁ ଦେଶବାସୀଙ୍କ ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ