Masthead

ଧୂଳି ସଫାକରିବ ଅତ୍ୟାଧୁନିକ ମେସିନ

କେନ୍ଦୁଝର(ବଡ଼ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ଖଣିଜ ଷକ୍ଷତ୍ର ଏକ ଖଣିଜ ବହୁଳ ଅଞ୍ଚଳ ହୋଇଥିବାବେଳେ ଏଠାରେ ଖଣିଜ ପଦାର୍ଥ ପରିବହନ ନିମନ୍ତେ ଅନେକ ସଂଖ୍ୟାରେ ଗାଡି ମାନ ଚଳାଚଳ କରିଥାଏ । ଏହାଯୋଗୁ ରାସ୍ତାରେ ଅନେକମାତ୍ରାରେ ଧୂଳିସବୁ ରାଜରାସ୍ତାରେ ପଡିବା ଦ୍ୱାରା ପ୍ରଦୁଷଣ ଦେଖିବାକୁ ମିଳିଥାଏ । ଏଥିପାଇଁ ଅନେକ ସମୟରେ ଦୁର୍ଘଟଣା ମାନ ଘଟିଥାଏ । ଯାହାକୁ ନେଇ ବଡ଼ବିଲ ପୌରାଞ୍ଚଳ ବାସିନ୍ଦାମାନେ ବଡ଼ବିଲ ନଗରପାଳ ଲକ୍ଷ୍ମଣ ମହାନ୍ତ ଙ୍କୁ ଅଞ୍ଚଳରେ ଏକ ଅତ୍ୟାଧୁନିକ ରାସ୍ତା ସଫେଇ ମେସିନ୍ ପାଇଁ ବିଗତ ଦିନରେ ଦାବି କରିଥିଲେ ଏବଂ ଆଜି ବଡ଼ବିଲ ନଗରପାଳ ଲକ୍ଷ୍ମଣ ମହାନ୍ତ ଏକ ଅତ୍ୟାଧୁନିକ ରାସ୍ତା ସଫେଇ ମେସିନ୍ ଆଣି ପରୀକ୍ଷା ମୂଳକ ଭାବେ ରାସ୍ତାର ସଫେଇ କାର୍ଯ୍ୟ ଆରମ୍ଭ କରିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ବଡ଼ବିଲ ପୌରାଞ୍ଚଳ ବାସିନ୍ଦା ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ବଡ଼ବିଲ ନଗରପାଳ ଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା