Masthead

ପାଗଳ ପୁଅର ଉନ୍ମତ୍ତକାଣ୍ଡ

ଆନନ୍ଦପୁର (ବଡ଼ ଖବର ବ୍ୟୁରୋ): ପାଗଳ ପୁଅର ଉନ୍ମତ୍ତକାଣ୍ଡ । ପୁଅର କାତି ଚୋଟରେ ମା’ ଗୁରୁତର । ଆନନ୍ଦପୁର ବ୍ଲକ ଘଷିପୁରା ଥାନା ଖଡିବିଲ ଗ୍ରାମରେ ଜଣେ ଭିନ୍ନକ୍ଷମ ପୁଅ ଘଟାଇଛି ଏଭଳି ଉନ୍ମତ୍ତକାଣ୍ଡ। ନିଶା ଖାଇବାକୁ ଟଙ୍କା ନଦେବାରୁ ଉତ୍ୟକ୍ତ ହୋଇ ନିଜ ମା’ କୁ ଏକ କାତିରେ ହାଣିଛି । ଗୁରୁତର ମା’ ଏବେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

ଖଡିବିଲି ଗ୍ରାମର ସୁଶାନ୍ତ ଯେନାଙ୍କ ସ୍ତ୍ରୀ ରଙ୍ଗଲତାଙ୍କୁ ତାଙ୍କ ଭିନ୍ନକ୍ଷମ ମଝିଆ ପୁଅ ମଣ୍ଟୁ ନିଶା ଖାଇବାକୁ ଟଙ୍କା ମାଗିଥିଲା । ମା’ ଟଙ୍କା ଦେବାକୁ ରାଜି ନହେବାରୁ ଏଥିରେ ଉତ୍ୟକ୍ତ ହୋଇ ପୁଅ ମଣ୍ଟୁ ଘରେ ଥିବା ଏକ କାତିରେ ତିନି ଚୋଟ ମାରିଥିଲା । ଘରେ ଥିବା ଅନ୍ୟ ପୁଅମାନେ ମଣ୍ଟୁ କବଳରୁ ମା’ କୁ ଉଦ୍ଧାରକରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ମଣ୍ଟୁ ମା’ କୁ ହାଣିବା ପରେ ଫେରାର ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ