Masthead

‘ମାଡ୍ରାସ ହାଇକୋର୍ଟଙ୍କ ରାୟ ଔଷଧ ଭଳି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାଡ୍ରାସ ହାଇକୋର୍ଟଙ୍କ ମନ୍ତବ୍ୟ ଡାକ୍ତରଙ୍କ ଔଷଧ ଭଳି । ଔଷଧ ଖାଇଲେ ସୁସ୍ଥ ହେବ ନ ଖାଇଲେ ମରିବ । ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଏଭଳି କଥା କହିଛନ୍ତି ସୁପ୍ରିମକୋର୍ଟ । ଦେଶରେ କରୋନାର ଦ୍ୱିତୀୟ ଲହରରେ ପ୍ରତିଦିନ ହଜାର ହଜାର ଲୋକ ଆକ୍ରାନ୍ତ ହେବା ଓ ଶହ ଶହ ଲୋକଙ୍କ ମୃତ୍ୟୁ ହେଉଛି । ଏଥିପାଇଁ ମାଡ୍ରାସ ହାଇକୋର୍ଟ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଦାୟୀ କରିଥିଲେ ।

କୋର୍ଟ କହିଥିଲେ ଇସିଆଇଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇପାରେ । ମାଡ୍ରାସ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଇସିଆଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ନିର୍ବାଚନ ଆୟୋଗଙ୍କ ଆବେଦନ ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି, ମାଡ୍ରାସ ହାଇକୋର୍ଟଙ୍କ ରାୟକୁ ଠିକ୍ ଭାବେ ଗ୍ରହଣ କରିବା ଉଚିତ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି