Masthead

ଶ୍ରୀଲଙ୍କାରେ ମଦ୍ରାସା ବନ୍ଦ

କଲମ୍ବୋ(ବଡ଼ ଖବର ବ୍ୟୁରୋ): ଶ୍ରୀଲଙ୍କାରେ ନିଷିଦ୍ଧ ହେବ ବୁର୍ଖା ପରିଧାନ । ମସୁଲିମ ମହିଳା ମାନେ ପରିଧାନ କରୁଥିବା ବୁର୍ଖାକୁ ଦେଶର ସୁରକ୍ଷା ଦୃଷ୍ଟିରୁ ଶ୍ରୀଲଙ୍କା ସରକାର ନିଷିଦ୍ଧ କରିବେ ବୋଲି କହିଛନ୍ତି । ଦେଶରେ ଥିବା ହଜାରେରୁ ଅଧିକ ମଦ୍ରାସାକୁ ମଧ୍ୟ ବନ୍ଦ କରାଯିବ ବୋଲି ଶ୍ରୀଲଙ୍କାର ଗୃହମନ୍ତ୍ରୀ ଶରତ ବୀରଶେଖରା କହିଛନ୍ତି ।

ପୂର୍ବରୁ ଦେଶରେ କୌଣସି ମୁସଲିମ ମହିଳା କି ଯୁବତୀ ବୁର୍ଖା ପିନ୍ଧୁନଥିବା ବେଳେ ଏହି ପ୍ରଥା ଏବେ କଠୋର ଧାର୍ମିକ ପ୍ରଥା ଭାବେ ଉଭା ହୋଇଛି । ତେବେ ଜାତୀୟ ସୁରକ୍ଷା କାରଣରୁ ତାହାକୁ ତୁରନ୍ତ ନିଷିଦ୍ଧ କରିବାକୁ କ୍ୟାବିନେଟ ମଞ୍ଜୁରୀ କରିଛି ବୋଲି ମନ୍ତ୍ରୀ ଶରତ ବୀରଶେଖରା କହିଛନ୍ତି । ଦେଶରେ ଯିଏ ଯେଉଁଠି ଚାହିଁବ ନିଜ ପିଲାଙ୍କୁ ପଢାଇ ପାରିବ ବୋଲି ମଧ୍ୟ ସୂଚନା ଦେଇଛନ୍ତି ମନ୍ତ୍ରୀ । ଜାତୀୟ ଶିକ୍ଷା ନୀତି ଆଧାରରେ ମଦ୍ରାସା ଗୁଡିକୁ ବନ୍ଦ କରାଯିବ ବୋଲି କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ