Masthead

ପଣା ସଂକ୍ରାନ୍ତି ପାଇଁ ମା’ ଶାରଳାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ଆଜି ମହାବିଷୁବ ପଣା ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ଝଙ୍କଡ ମା’ ଶାରଳାଙ୍କ ପୀଠରେ ଦେଖିବାକୁ ମିଳିଛି ଶ୍ରଦ୍ଧାଳୁଙ୍କ ଭିଡ। ଆଜି ମା’ଶାରଳାଙ୍କ ପୀଠରେ ସ୍ୱତନ୍ତ୍ର ନିତିକାନ୍ତିରେ ପୂଜାର୍ଚ୍ଚନା ଚାଲିଥିବା ବେଳେ ମା’ଙ୍କ ପ୍ରସିଦ୍ଧ ଝାମୁଯାତ୍ରା ଦେଖିବା ସହ ନୂଆବର୍ଷରେ ମା’ଙ୍କ କୃପାଲାଭ କରିବା ପାଇଁ ଭକ୍ତଙ୍କ ଭିଡ଼ ଜମିଛି। ଓଡ଼ିଶାର କୋଣ ଅନୁକୋଣରୁ ଶ୍ରଦ୍ଧାଳୁମାନେ ମା’ଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସିଛନ୍ତି । ଓଡ଼ିଆ ନବ ବର୍ଷରେ ଆବାଳ ବୃଦ୍ଧ ବନିତା ମା’ଙ୍କୁ ଦର୍ଶନ କରି ନୂତନ ବର୍ଷକୁ ସ୍ୱାଗତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ