Masthead

ଭର୍ତ୍ତୃହରି ମହତାବ ଜଣେ ଜ୍ଞାନୀ ଲୋକ: ମହମ୍ମଦ ମୋକିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଂସଦ ଭର୍ତ୍ତୃହରି ମହତାବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍। ସେ କହିଛନ୍ତି, ଏହା ବିଜେଡିର ଆଭ୍ୟନ୍ତରୀଣ ବ୍ୟାପାର। ମୁଁ କଟକର ବିଧାୟକ ଭାବରେ କହିବି ସେ ଜଣେ ଜ୍ଞାନୀ ଲୋକ। ସେ ୬ ବର୍ଷ ଧରି କଟକକୁ ପ୍ରତିନିଧିତ୍ଵ କରିଆସୁଛନ୍ତି। ଏହା ସହ ଉଚ୍ଚ ପଦ ପଦବୀରେ ଦିଲ୍ଲୀରେ କାମ କରୁଛନ୍ତି।

ଆମର ଏକ ଅଭ୍ୟାସ କିଏ ଯଦି ଉପରକୁ ଉଠିବାକୁ ଚେଷ୍ଟା କରେ କିଛି ତାକୁ ତଳକୁ ଟାଣିବାକୁ ଚେଷ୍ଟା କରନ୍ତି। ଯାହା କି ରାଜନୀତି ଓ ସମାଜିକ କ୍ଷେତ୍ରରେ ଶୋଭାପାଉ ନାହିଁ। କେନ୍ଦ୍ର ମନ୍ତ୍ରୀ ଜଣେ ଜ୍ଞାନୀ ଲୋକ ପ୍ରଶଂସା କରିବାରେ ଅସୁବିଧା ନାହିଁ। ଯେଉଁମାନେ ଏହାକୁ ସହି ପାରୁ ନାହାନ୍ତି ସେମାନେ ବିରୋଧ କରିବେ। ଏହା ବିଜେଡିର ଦଳ କଥା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି