ଭର୍ତ୍ତୃହରି ମହତାବ ଜଣେ ଜ୍ଞାନୀ ଲୋକ: ମହମ୍ମଦ ମୋକିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଂସଦ ଭର୍ତ୍ତୃହରି ମହତାବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍। ସେ କହିଛନ୍ତି, ଏହା ବିଜେଡିର ଆଭ୍ୟନ୍ତରୀଣ ବ୍ୟାପାର। ମୁଁ କଟକର ବିଧାୟକ ଭାବରେ କହିବି ସେ ଜଣେ ଜ୍ଞାନୀ ଲୋକ। ସେ ୬ ବର୍ଷ ଧରି କଟକକୁ ପ୍ରତିନିଧିତ୍ଵ କରିଆସୁଛନ୍ତି। ଏହା ସହ ଉଚ୍ଚ ପଦ ପଦବୀରେ ଦିଲ୍ଲୀରେ କାମ କରୁଛନ୍ତି।

ଆମର ଏକ ଅଭ୍ୟାସ କିଏ ଯଦି ଉପରକୁ ଉଠିବାକୁ ଚେଷ୍ଟା କରେ କିଛି ତାକୁ ତଳକୁ ଟାଣିବାକୁ ଚେଷ୍ଟା କରନ୍ତି। ଯାହା କି ରାଜନୀତି ଓ ସମାଜିକ କ୍ଷେତ୍ରରେ ଶୋଭାପାଉ ନାହିଁ। କେନ୍ଦ୍ର ମନ୍ତ୍ରୀ ଜଣେ ଜ୍ଞାନୀ ଲୋକ ପ୍ରଶଂସା କରିବାରେ ଅସୁବିଧା ନାହିଁ। ଯେଉଁମାନେ ଏହାକୁ ସହି ପାରୁ ନାହାନ୍ତି ସେମାନେ ବିରୋଧ କରିବେ। ଏହା ବିଜେଡିର ଦଳ କଥା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!