Masthead

ମହାମାୟାଙ୍କ ମହାସପ୍ତମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାମାୟାଙ୍କ ମହାସପ୍ତମୀ ପୂଜା । ନିରାଡ଼ମ୍ବରରେ ମଣ୍ଡପରେ ଚାଲିଛି ପୂଜାର୍ଚ୍ଚନା । ପୀଠରେ ଆଜି ଅଷ୍ଟମୀ ପୂଜା । ଭକ୍ତ ଓ ମାଆଙ୍କ ମଧ୍ୟରେ ପ୍ରତିବନ୍ଧକ ସାଜିଛି କରୋନା । ମଣ୍ଡପ ଗୁଡ଼ିକରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋସିଆଲ ମିଡିଆ ମାଧ୍ୟମରେ ପୂଜାର୍ଚ୍ଚନାର ସିଧା ପ୍ରସାରଣ କରାଯିବ ।

ଘରେ ରହି ଭକ୍ତମାନେ ମାଆଙ୍କ ଦର୍ଶନ ପାଇବେ । କରୋନା ମହାମାରୀ ପାଇଁ ସବୁଠି ନିରାଡମ୍ବର ଭାବେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇଛି । କୋଭିଡ କଟକଣାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼