Masthead

ଲୋକଙ୍କ ଆସ୍ଥା ଭାଜନ ହେଲା ଭଳି ନେତା କଂଗ୍ରେସରେ ନାହାଁନ୍ତି: ମହମ୍ମଦ ମୋକିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତୃତ୍ୱଙ୍କୁ ମୋକିମଙ୍କ ତେରଛା ବାଣ । ଜାନକୀ ପଟ୍ଟନାୟକ, ବସନ୍ତ ବିଶ୍ୱାଳ, ହେମନନ୍ଦ ବିଶ୍ୱାଳଙ୍କ ପରେ କଂଗ୍ରେସରେ ଚେହେରା ନଥିବା କହିଛନ୍ତି ମହମ୍ମଦ ମୋକିମ । ଏଭଳି ନେତୃତ୍ୱ ନଥିବା ଯୋଗୁଁ ଦଳ ସୁପ୍ତ ଅବସ୍ଥାକୁ ଆସିଗଲାଣି । ଲୋକଙ୍କ ଆସ୍ଥା ଭାଜନ ହେଲା ଭଳି ନେତା କଂଗ୍ରେସରେ ନାହାଁନ୍ତି । ମୁଁ କଂଗ୍ରେସ ଦଳ ଭିତରେ ଅଛି ।

ବିଗତ ଦିନ ରେ ମୁଁ ସତ୍ୟ ପରିପ୍ରକାଶ କରିଛି ବୋଲି ଆଲୋଚନା ଉଠିଛି । ଆଶା କରିବି କଂଗ୍ରେସର ବରିଷ୍ଠ ନେତା ଜାଗ୍ରତ ହୁଅନ୍ତୁ । ସମୟ କମ, ସମୟ ଚାଲି ଗଲେ କଂଗ୍ରେସ ଟ୍ରାକ କୁ ଫେରିବା କଷ୍ଟ ହେବ ବୋଲି ମହମ୍ମଦ ମୋକିମ କହିଛନ୍ତି । କଂଗ୍ରେସକୁ ଟ୍ରାକକୁ ଫେରାଇବା ଭଳି ପ୍ରଚେଷ୍ଟା ଏପର୍ଯ୍ୟନ୍ତ ଦଳ ରେ ଆରମ୍ଭ ହୋଇନି । ବାସ୍ତବତାକୁ ଗ୍ରହଣ କରି ପରିଶ୍ରମ ନକଲେ ସ୍ଥିତି ଆହୁରି ଖରାପ ହେବ । କଂଗ୍ରେସ ନେତା କଂଗ୍ରେସ ଭବନରେ ନରହି ଫିଲ୍ଡରେ ପରିଶ୍ରମ କରନ୍ତୁ ବୋଲି କହିଛନ୍ତି ମୋକିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ