Masthead

ମହାନଦୀ କେବଳ ଛତିଶଗଡର ନୁହେଁ: ବିଜୟ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ବିଜୟ ମହାପାତ୍ରଙ୍କ କଡା ଜବାବ । କହିଲେ ମହାନଦୀ କେବଳ ଛତିଶଗଡର ନୁହେଁ, ଏହା ସେ ଭୁଲି ଯାଇଛନ୍ତି । ଛତିଶଗଡ ମୁଖ୍ୟମନ୍ତ୍ରୀ ବୋଧେ ଭୁଲି ଯାଇଛନ୍ତି ମହାନଦୀ ଏକ ଇଣ୍ଟର ଷ୍ଟେଟ ରିଭର । ଇଣ୍ଟର ଷ୍ଟେଟ ରିଭର ଗୁଡିକର ଏକ ଆଇନ ରହିଛି, ମହାନଦୀ ଉପରେ ଏକ ଚାଟିଆ ବ୍ୟବହାର କରି ପାରିବେ ନାହିଁ । ଆମେ ଯାହା କରିବୁ ତାଙ୍କର ଅନୁମତି ଏବଂ ସେ ଯାହା କରିବେ ଆମର ଅନୁମତି ଦରକାର, ଏହା ସେ ଭୁଲି ଯାଇଛନ୍ତି । ଛତିଶଗଡ ସରକାର ଯେତେ ବେନିୟମ କାମ କରିଛନ୍ତି, ଟ୍ରିବୁନାଲ ତାକୁ ଅନୁଧ୍ୟାନ କରିବା କଥା । ଇଣ୍ଟର ଷ୍ଟେଟ ରିଭରରେ ବେନିୟମ କାମ କେମିତି ହେଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା