ସିଂଦେଓ ଦେଖାଇଲେ ଆଶା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ପ୍ରସଙ୍ଗ।  ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ଟି.ଏସ ସିଂଦେଓ ରଖିଛନ୍ତି ପ୍ରତିକ୍ରିୟା । ଉଭୟ ରାଜ୍ୟ ସହମତିରେ ସମାଧାନ ବାହାର କରିପାରିବେ ବୋଲି କହିଛନ୍ତି ଟି.ଏସ ବାବା । ଏଥିସହ ସେ କହିଛନ୍ତି ଜଳ ବିବାଦ ସମାଧାନ ହେବା ଶୁଭଙ୍କର ହେବ ।

ଉଭୟ ରାଜ୍ୟ ମଧ୍ୟରେ ସମନ୍ୱୟର ଅଭାବରୁ ସମସ୍ୟା ।  କୌଣସି ରାଜ୍ୟ ନିଜ ହିତ ବାହାରେ କାର୍ଯ୍ୟ କରିପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’