Masthead

ମହାନଦୀ ଜଳ ବିବାଦ, ସମୟ ମାଗିଲା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମହାନଦୀ ଉପରମୁଣ୍ଡରେ ମନମାନି କରୁଛି ଛତିଶଗଡ଼ । ମାମଲାର ବିଚାର ଚାଲିଛି ଟ୍ରିବ୍ୟୁନାଲରେ । ଆଜି ଟ୍ରିବ୍ୟୁନାଲରେ ଥିଲା ଶୁଣାଣି । ଆଶା ଥିଲା ଶୁଣାଣି ତ୍ୱରାନ୍ୱିତ କରିବା ଦିଗରେ ଜୋର ଦେବ ଓଡ଼ିଶା । କିନ୍ତୁ ଆଶ୍ଚର୍ଯ୍ୟଜନକ ଭାବେ ସମୟ ମାଗିଛି ଓଡ଼ିଶା । କମନ ଇନଫରସମେନ ଫର୍ମାଟ ଦାଖଲ ପାଇଁ ସମୟ ମାଗିଥିଲା । ଯାହାକୁ ନେଇ ଅଗଷ୍ଟ ୧୨ରେ ମାମଲା ହେବ ପରବର୍ତ୍ତି ଶୁଣାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ