Masthead

ମହାନଦୀ ଜଳ ବିବାଦ, ଆଜିଠୁ ଟ୍ରିବ୍ୟୁନାଲର ଛତିଶଗଡ଼ ଗସ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀ ଜଳ ବିବାଦ ମାମଲା । ଆଜି କ୍ଷେତ୍ର ପରିଦର୍ଶନ କରିବେ ମହାନଦୀ ଟ୍ରିବ୍ୟୁନାଲ ଟିମ । ଏଥିରେ ସାମିଲ ହେବେ ଓଡ଼ିଶାର ୨୦ ଜଣିଆ ଟିମ୍ । ପ୍ରଥମ ପର୍ଯ୍ୟାୟରେ ଏହି ଟିମ୍ ଛତିଶଗଡ଼ ଗସ୍ତ କରିବ । ପ୍ରଥମ ପର୍ଯ୍ୟାୟରେ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସର୍ଭେ ମହାନଦୀର ଉତ୍ପତି ସ୍ଥଳ ମହାରାଷ୍ଟ୍ର ସୀମାନ୍ତରୁ ଆରମ୍ଭ ହେବ ।

କ୍ଷେତ୍ର ପରିଦର୍ଶନରେ ଆସୁଥିବା ଟ୍ରିବ୍ୟୁନାଲ ଟିମ୍ ମହାନଦୀର ଉତ୍ପତିସ୍ଥଳ ସିହାୱା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଅନୁଧ୍ୟାନ କରିବାସହ ଉଭୟ ମହାନଦୀ ଓ ଏହାର ବେସିନର ନିରୀକ୍ଷଣ କରିବେ । ଦ୍ୱିତୀୟ ପର୍ଯ୍ୟାୟରେ ଏହି ଟିମ୍ କଲାମା ପର୍ଯ୍ୟନ୍ତ ଅନୁଧ୍ୟାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ