Masthead

ମହାମାୟାଙ୍କ ମହାନବମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୀଠରେ ମା’ଙ୍କ ଦଶମୀ ପୂଜା ଚାଲୁଥିବା ବେଳେ ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାନବମୀ ପୂଜା । ମଣ୍ଡପରେ ଚାଲିଛି ନବମୀ ପୂଜା। କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ସବୁଠି ଉଚ୍ଚ ତୋରଣ ମନମୋହୁଛି । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି।

ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗତଜନନୀ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି। ମୁଖ୍ୟ ଆକର୍ଷଣ ସାଜିଛି ଲାଇଟ ସାଜସଜା। ଭିନ୍ନ ଭିନ୍ନ ଥିମରେ ସଜେଇ ହୋଇଛି ମଣ୍ଡପ ,ଯାହାକୁ ଦେଖିବାକୁ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ଦିନ ଅପେକ୍ଷା ରାତିରେ ମେଢ଼ ବୁଲିବାକୁ ଭଲ ପାଉଛନ୍ତି ଲୋକମାନେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି