Masthead

ମହାନଦୀ ଜଳ ବିବାଦ, ହୀରାକୁଦ ଆସୁଛନ୍ତି ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀ ଜଳ ବିବାଦ । ପାଣିକୁ ନେଇ ଓଡ଼ିଶା ଛତିଶଗଡ଼ ମଧ୍ୟରେ ଲାଗି ରହିଛି ବିବାଦ । ଅଣ ମୌସୁମୀରେ ଓଡ଼ିଶାର ନଦୀଗୁଡିକ ପାଲଟିଛି ମରୁଭୂମି । ଆଜି ହୀରାକୁଦ ଆସୁଛନ୍ତି ଟ୍ରିବ୍ୟୁନାଲ ସଦସ୍ୟ । ଛତିଶଗଡ଼ ପରେ ଓଡ଼ିଶାରେ ପହଞ୍ଚିବେ ଟିମ୍ । ତୃତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନରେ ହୀରାକୁଦ ବୁଲିବ ଟିମ୍ ।

ଏନେଇ ଅଶୋକ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ହୀରାକୁଦ ଡ୍ୟାମ୍ ବୁଲିବ ଟ୍ରିବୁନାଲ । ଏହି ଟିମ୍ ୨୩ ତାରିଖ ପର୍ୟ୍ୟନ୍ତ ହୀରାକୁଦ ଡ୍ୟାମ୍ ଓ ମହାନଦୀ ଆୟାକଟ୍ ଅଞ୍ଚଳ ବୁଲି ଦେଖିବେ । ୨୪ ତାରିଖରେ ଟ୍ରିବ୍ୟୁନାଲ ଭୁବନେଶ୍ୱର ଆସିବେ । ୨୬ରୁ ୨୮ ପର୍ୟ୍ୟନ୍ତ କଟକସ୍ଥିତ ନରାଜ, ମୁଣ୍ଡୁଳୀ, ଅଂଶୁପା ଓ ଚିଲିକା ହ୍ରଦ ବୁଲି ଦେଖିବା କାର୍ୟ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଆଇସିୟୁରେ ପାକିସ୍ତାନର ଏୟାରବେସ୍ 🔴 ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ 🔴 ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ… 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଆଇସିୟୁରେ ପାକିସ୍ତାନର ଏୟାରବେସ୍ 🔴 ମହାରାଷ୍ଟ୍ର-ମଧ୍ୟପ୍ରଦେଶରେ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ 🔴 ପୁଣି ମକଡ୍ରିଲ୍, ଏଥର ଏହି ରାଜ୍ୟରେ…