ମହାନଦୀ ଜଳ ବିବାଦ, ହୀରାକୁଦ ଆସୁଛନ୍ତି ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନଦୀ ଜଳ ବିବାଦ । ପାଣିକୁ ନେଇ ଓଡ଼ିଶା ଛତିଶଗଡ଼ ମଧ୍ୟରେ ଲାଗି ରହିଛି ବିବାଦ । ଅଣ ମୌସୁମୀରେ ଓଡ଼ିଶାର ନଦୀଗୁଡିକ ପାଲଟିଛି ମରୁଭୂମି । ଆଜି ହୀରାକୁଦ ଆସୁଛନ୍ତି ଟ୍ରିବ୍ୟୁନାଲ ସଦସ୍ୟ । ଛତିଶଗଡ଼ ପରେ ଓଡ଼ିଶାରେ ପହଞ୍ଚିବେ ଟିମ୍ । ତୃତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନରେ ହୀରାକୁଦ ବୁଲିବ ଟିମ୍ ।

ଏନେଇ ଅଶୋକ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ହୀରାକୁଦ ଡ୍ୟାମ୍ ବୁଲିବ ଟ୍ରିବୁନାଲ । ଏହି ଟିମ୍ ୨୩ ତାରିଖ ପର୍ୟ୍ୟନ୍ତ ହୀରାକୁଦ ଡ୍ୟାମ୍ ଓ ମହାନଦୀ ଆୟାକଟ୍ ଅଞ୍ଚଳ ବୁଲି ଦେଖିବେ । ୨୪ ତାରିଖରେ ଟ୍ରିବ୍ୟୁନାଲ ଭୁବନେଶ୍ୱର ଆସିବେ । ୨୬ରୁ ୨୮ ପର୍ୟ୍ୟନ୍ତ କଟକସ୍ଥିତ ନରାଜ, ମୁଣ୍ଡୁଳୀ, ଅଂଶୁପା ଓ ଚିଲିକା ହ୍ରଦ ବୁଲି ଦେଖିବା କାର୍ୟ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ