Masthead

ମାହାଙ୍ଗା ମର୍ଡର, ୪ ଅଟକ

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ମାହାଙ୍ଗାର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟାକୁ ନେଇ ଥାନାରେ ଏତଲା ଦେଇଛନ୍ତି କୁଳମଣିଙ୍କ ପୁଅ । ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା ନାଁରେ ଅଭିଯୋଗ କରାଯାଇଛି । ରାଜନୈତିକ କାରଣରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଡବଲ ମର୍ଡର ଘଟଣାରେ ୪ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି। ତେବେ ଅପରାଧିଙ୍କୁ ଚିହ୍ନଟ କରିବାପାଇଁ ୫ଟି ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ