Masthead

ମାହାଙ୍ଗା ଡବଲ ମର୍ଡର ଘଟଣା: ବନ୍ଧା ହେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ

ମାହାଙ୍ଗା(ବଡ଼ ଖବର ବ୍ୟୁରୋ) : ମାହାଙ୍ଗା ଡବଲ ମର୍ଡର ଘଟଣାର ଆଉ ଜଣେ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ହେଲେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ । ଭିକାରୀଙ୍କୁ ରାଉରକେଲା ଟାଙ୍ଗରପୋଲି ଥାନା ଅଞ୍ଚଳରୁ କଟକ ପୋଲିସ ଉଠାଇ ନେଇଛି । ପୁର୍ବରୁୁ ରାଜଗାଙ୍ଗପୁର ଅଞ୍ଚଳରୁ ୨ଜଣଙ୍କୁ ଗିରଫ କରାଯାଇଥଥଲା । ଭିକାରୀଙ୍କୁ ମିଶାଇ ମାହାଙ୍ଗା ଡବଲ ମର୍ଡର ଘଟଣରେ ପୋଲିସ ମୋଟ ୮ ଗଣଙ୍କୁ ଗିରଫ କରିସାରିଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ