Masthead

ମାହାଙ୍ଗା ଡବଲ ମର୍ଡର ଘଟଣା: ବନ୍ଧା ହେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ

ମାହାଙ୍ଗା(ବଡ଼ ଖବର ବ୍ୟୁରୋ) : ମାହାଙ୍ଗା ଡବଲ ମର୍ଡର ଘଟଣାର ଆଉ ଜଣେ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ହେଲେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ । ଭିକାରୀଙ୍କୁ ରାଉରକେଲା ଟାଙ୍ଗରପୋଲି ଥାନା ଅଞ୍ଚଳରୁ କଟକ ପୋଲିସ ଉଠାଇ ନେଇଛି । ପୁର୍ବରୁୁ ରାଜଗାଙ୍ଗପୁର ଅଞ୍ଚଳରୁ ୨ଜଣଙ୍କୁ ଗିରଫ କରାଯାଇଥଥଲା । ଭିକାରୀଙ୍କୁ ମିଶାଇ ମାହାଙ୍ଗା ଡବଲ ମର୍ଡର ଘଟଣରେ ପୋଲିସ ମୋଟ ୮ ଗଣଙ୍କୁ ଗିରଫ କରିସାରିଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ