Masthead

ମାହାଙ୍ଗା ମର୍ଡର, ୪ ଅଟକ

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ମାହାଙ୍ଗାର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟାକୁ ନେଇ ଥାନାରେ ଏତଲା ଦେଇଛନ୍ତି କୁଳମଣିଙ୍କ ପୁଅ । ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା ନାଁରେ ଅଭିଯୋଗ କରାଯାଇଛି । ରାଜନୈତିକ କାରଣରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଡବଲ ମର୍ଡର ଘଟଣାରେ ୪ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି। ତେବେ ଅପରାଧିଙ୍କୁ ଚିହ୍ନଟ କରିବାପାଇଁ ୫ଟି ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ