Masthead

ମାହାଙ୍ଗା ଡବଲ ମର୍ଡର: ବଢୁଛି ସସପେନ୍ସ

ମାହାଙ୍ଗା (ବଡ଼ ଖବର ବ୍ୟୁରୋ) ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ବଢୁଛି ସସପେନ୍ସ । ମର୍ଡରର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପ୍ରଫୁଲ ବିଶ୍ୱାଳ(କାବୁଆ)ର ଗତକାଲି ଘଟିଥିଲା ମୃତ୍ୟୁ । ପୋଲିସ ଏହାକୁ ଦୁର୍ଘଟଣା ବୋଲି କହିଛି । ମାତ୍ର ଏହା ଦୁର୍ଘଟଣା ନୁହେଁ ବରଂ ହତ୍ୟା ବୋଲି ଯୁକ୍ତି ରଖିଛି ବିଜେପି । ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରା ପ୍ରଫୁଲ୍ଲର ମୃତ୍ୟୁକୁ ନେଇ ବିଭିନ୍ନ ପ୍ରଶ୍ନ ଉଠାଇଛନ୍ତି ।

ଯଦି ଅଭିଯୁକ୍ତର ମୁତ୍ୟୁ ଦୁର୍ଘଟଣାରେ ଘଟିଛି ତେବେ ତା’ର ବାଇକ , ହେଲମେଟ ଓ ମୋବାଇଲ ସୁରକ୍ଷିତ ରହିଲା କିପରି । ଅନ୍ୟପଟେ ପ୍ରଫୁଲ୍ଲର ମୃତ୍ୟୁକୁ ନେଇ ନିଜର ମତ ରଖିଛନ୍ତି ବିଜେପି ରାଜ୍ୟ ଉପସଭାପତି ନୟନ କିଶୋର ମହାନ୍ତି, ସାଲେପୁର ବ୍ଲକ ଅଧ୍ୟକ୍ଷା ମମତା ରାଉତ ଓ ବିଜେପି ନେତା ପୂର୍ଣ୍ଣଚନ୍ଦ୍ର ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା