Masthead

ମାହାଙ୍ଗା ମର୍ଡର ମାମଲା: ଗିରଫ ସଂଖ୍ୟା ୫କୁ ବୃଦ୍ଧି

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ଗତକାଲି ବିଳମ୍ବିତ ରାତିରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ବିଳମ୍ବିତ ରାତିରେ ଆଉ ଜଣଙ୍କୁ ଗିରଫ କରିଛି କଟକ ଗ୍ରାମାଞ୍ଚଳ ପୋଲିସ । ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନାଁ କୈଳାସ ଖଟୁଆ । ବର୍ତ୍ତମାନ ଅଭିଯୁକ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି ।

ଗତକାଲି  ମୁଖ୍ୟ ଅଭିଯୁକ୍ତ ପଞ୍ଚାନନ ସେଠୀ ସହ ୪ ଜଣଙ୍କୁ ଗିରଫ କରିଥିଲା ପୋଲିସ। ଅନ୍ୟମାନେ ହେଲେ ସେହି ଜଙ୍କୋଟି ଗାଁର ଅରବିନ୍ଦ ଖଟୁଆ ଏବଂ ନୃତ୍ତଙ୍ଗ ଗାଁର କ୍ଷୀତୀଶ ଆଚାର୍ଯ୍ୟ ଓ ଲଳିତ ମୋହନ ବରାଳ । ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ କରାଯାଇଛି। ଏମାନେ କେଉଁ କାରଣ ପାଇଁ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହଙ୍କୁ  ହତ୍ୟା କଲେ, ସେ ନେଇ ପୋଲିସ ତରଫରୁ କୌଣସି ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ