ମାହାଙ୍ଗା ମର୍ଡର ମାମଲା: ଗିରଫ ସଂଖ୍ୟା ୫କୁ ବୃଦ୍ଧି

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ଗତକାଲି ବିଳମ୍ବିତ ରାତିରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ବିଳମ୍ବିତ ରାତିରେ ଆଉ ଜଣଙ୍କୁ ଗିରଫ କରିଛି କଟକ ଗ୍ରାମାଞ୍ଚଳ ପୋଲିସ । ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନାଁ କୈଳାସ ଖଟୁଆ । ବର୍ତ୍ତମାନ ଅଭିଯୁକ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି ।

ଗତକାଲି  ମୁଖ୍ୟ ଅଭିଯୁକ୍ତ ପଞ୍ଚାନନ ସେଠୀ ସହ ୪ ଜଣଙ୍କୁ ଗିରଫ କରିଥିଲା ପୋଲିସ। ଅନ୍ୟମାନେ ହେଲେ ସେହି ଜଙ୍କୋଟି ଗାଁର ଅରବିନ୍ଦ ଖଟୁଆ ଏବଂ ନୃତ୍ତଙ୍ଗ ଗାଁର କ୍ଷୀତୀଶ ଆଚାର୍ଯ୍ୟ ଓ ଲଳିତ ମୋହନ ବରାଳ । ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ କରାଯାଇଛି। ଏମାନେ କେଉଁ କାରଣ ପାଇଁ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହଙ୍କୁ  ହତ୍ୟା କଲେ, ସେ ନେଇ ପୋଲିସ ତରଫରୁ କୌଣସି ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!