Masthead

କ୍ଷମତା ଦଖଲ ପାଇଁ ରକ୍ତମୁଖା ବିଜେଡି

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): କ୍ଷମତା ଦଖଲ ପାଇଁ ମାହାଙ୍ଗାରେ ରକ୍ତମୁଖା ବିଜେଡି । ଯୋର ଜବରଦସ୍ତ ଭୋଟ ନେବାକୁ ଉଦ୍ୟମ । ପ୍ରତିବାଦ କଲେ ଜୀବନରୁ ମାରିଦେବାକୁ ଉଦ୍ୟମ । ମାହାଙ୍ଗା ନିର୍ବାଚନମଣ୍ଡଳି କୁଣ୍ଡି ପଞ୍ଚାୟତ ୪୪ ନମ୍ବର ବୁଥରେ ସ୍ୱାଧୀନ ପ୍ରାର୍ଥୀ ସାରଦା ପ୍ରଧାନଙ୍କ ବୁଥ ଏଜେଣ୍ଟଙ୍କୁ ଭୋଟ ଚାଲିଥିବା ବେଳେ ସ୍ପଷ୍ଟ ଦିବାଲୋକରେ ମରଣାନ୍ତକ ଆକ୍ରମଣ ହୋଇଛି । ହସ୍ପିଟାଲରେ ଚିକିତ୍ସା ପରେ ଫାଣ୍ଡିରେ ଏତଲା ଦେଲେ ପୀଡିତ ରବୀନ୍ଦ୍ର କୁମାର ବରାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ