Masthead

ଫେକ ସାର୍ଟିଫିକେଟରେ ହୋଇଥିଲେ ଶିକ୍ଷୟିତ୍ରୀ, ବହିଷ୍କାର ଦାବି

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ବ୍ଲକ ଗୋକନ ହାଇସ୍କୁଲ ଶିକ୍ଷୟିତ୍ରୀ ନୀଳିମା ପାତ୍ରଙ୍କ ପାଇଁ ବଢିଲା ଅଡୁଆ । ଜାଲ ବିଇଡି ସାର୍ଟିଫିକେଟ ବଳରେ ଶିକ୍ଷୟିତ୍ରୀ ପାଇଥିଲେ ନିଯୁକ୍ତି । ଅଭିଯୋଗ ପରେ ସାମ୍ନାକୁ ଆସିଲା ସତ୍ୟ । ଛତ୍ରପତି ଶିବାଜୀ ମହାରାଜ ଜୀ ଇନଭରର୍ସିଟି କାନପୁର ଉତ୍ତରପ୍ରଦେଶ ନାରେ ନୀଳିମା ଦାଖଲ କରିଥିବା ବିଇଡି ସାର୍ଟିଫିକେଟ ନକଲି ପ୍ରମାଣିତ ।

ସ୍କୁଲ ପରିଚାଳନା କମିଟି ରିପୋର୍ଟ ଆଧାରରେ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବହିଷ୍କାର ଚିଠି ପ୍ରଦାନ କଲେ ପ୍ରଧାନଶିକ୍ଷକ । ନୀଳିମା ହେଉଛନ୍ତି ବିଜେଡି ନେତା ତଥା ପୂର୍ବତନ ପଞ୍ଚାୟତ ସମିତି ଚେୟାରମ୍ୟାନଙ୍କ ଧର୍ମପତ୍ନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ