Masthead

୨୫ କୋଟି ଟଙ୍କାର ସମ୍ପତ୍ତିକୁ ବିକ୍ରି କରିଥିଲେ ମହନ୍ତ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି । ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏ ସମସ୍ତ ଘଟଣାକୁ ସିବିଆଇ ଯାଞ୍ଚ କରୁ ବୋଲି ଦାବି କରିଥିଲେ । ଅନ୍ୟପଟେ କିଛି ଦିନ ପୂର୍ବରୁ ମହନ୍ତ ନରେନ୍ଦ୍ର ଗିରି ୨୫ କୋଟି ଟଙ୍କାର ସମ୍ପତ୍ତି ବିକ୍ରି କରିଥିବାର କଥା ସାମ୍ନାକୁ ଆସିଛି ।

ତେବେ ଏଥିରେ କେତେ ମାତ୍ରାରେ ସତ୍ୟତା ଅଛି ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ ବୋଲି ସାକ୍ଷୀ ମହାରାଜ କହିଛନ୍ତି । ଏହା ସହ କେବଳ ସିବିଆଇ ହିଁ ସମସ୍ତ ଘଟଣାର ଯାଞ୍ଚ କରି ସତ୍ୟକୁ ସାମ୍ନାକୁ ଆଣିବ ବୋଲି ସାକ୍ଷୀ ମହାରାଜ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ