Masthead

ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୯ରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ୧୦୮ ଗରା ଜଳରେ ଗାଧୋଇବା ପରେ ଜ୍ୱରରେ ପୀଡ଼ିତ ଥିବା ଚତୁର୍ଦ୍ଧା ବିଗ୍ରହ ୧୯ରେ ଭକ୍ତଙ୍କୁ ଦର୍ଶନ ଦେବେ । ନବଯୌବନ ଦର୍ଶନ ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ପାରମାଣିକ ଦର୍ଶନ । ଏଥିପାଇଁ ଟିକେଟର ମୂଲ୍ୟ ୧୦୦ ଟଙ୍କା ରହିଥିବା ବେଳେ ମୋଟ ୭୦୦୦ ଟିକେଟ ରହିଛି । ପରେ ସର୍ବସାଧାରଣ ଦର୍ଶନ ସକାଳ ୯ଟାରୁ ଦିନ ୧୧ଟା ଯାଏଁ ଧାର୍ଯ୍ୟ କରାଯାଇଛି । ଏହାପରେ ଦିନ୧୧ଟା ପରଠାରୁ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ବେଢା ପରିକ୍ରମା କରିବା ସହ ମହାପ୍ରସାଦ ସେବନ କରିପାରିବେ । । ଅନ୍ୟପଟେ ସେହିଦିନ ରାତି ୯ଟାରୁ ସେନାପଟା ଲାଗି ହେବା ସହ ରଥଯାତ୍ରା ପହଣ୍ଡି ପାଇଁ ଦଇତାପତିଙ୍କ ଦ୍ୱାରା ଆରମ୍ଭ ହେବ ପ୍ରସ୍ତୁତି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

 

 

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ