Masthead

ଚମ୍ପକ ଦ୍ଵାଦଶୀରେ ମହାପ୍ରଭୁଙ୍କ ଗୁଆଲି ଯାତ୍ରା

ପୁରୀ(ବଡ଼ ଖବର ବ୍ୟୁରୋ):ଚମ୍ପକ ଦ୍ଵାଦଶୀରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଗୁଆଲି ଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ବିବାହ ପରଦିନ ଦେବଦମ୍ପତି ନଗର ପରିକ୍ରମା କରିବେ। ଦେବଦମ୍ପତିଙ୍କୁ ସ୍ବାଗତ କରି ଶ୍ରୀକ୍ଷେତ୍ରବାସୀ ପନ୍ତି ଭୋଗ ଲଗାଇଛନ୍ତି। ଅପରାହ୍ନରେ ଠାକୁର ପାଲିଙ୍କିକୁ ବିଜେ ହୋଇ ରାତି ୯ଟା୩୦ରେ ଠାକୁରେ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ। ସକାଳ ଧୂପ, ଭୋଗମଣ୍ଡପ ଓ ମଇଲମ ସରିବାପରେ ଠାକୁରଙ୍କ ଆଲଟ ଲାଗି ବଢିବ ।

ତିନି ବାଡ଼ରେ ଯାତ୍ରାଙ୍ଗୀ ମହାସ୍ନାନ ହୋଇ ଠାକୁରଙ୍କୁ ନୂଆ ଲୁଗା ଲାଗି କରାଯିବ। ଏହାପରେ ବେଶ ବଢି ମଧ୍ୟାହ୍ନ ଧୂପ ଓ ଦକ୍ଷିଣିଘର ଭୋଗ ସରିଲେ ଦେବଦମ୍ପତି ଭିତରକୁ ବିଜେ ହେବେ । ଦେବଦମ୍ପତିଙ୍କୁ ବନ୍ଦାପନା କରାଯିବ। ଏହାପରେ ବରକନ୍ୟା ଆଜ୍ଞାମାଳ ପାଇ ଝୁଲଣ ମଣ୍ଡପ ତଳେ ଥିବା ପାଲିଙ୍କିରେ ବିଜେ ହେବେ । ବିମାନବଡୁ ସେବକମାନେ ପାଲିଙ୍କି କାନ୍ଧେଇ ଶ୍ରୀମନ୍ଦିରକୁ ପରିକ୍ରମା କରି ନଗର ପରିକ୍ରମାକୁ ବାହାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ