Masthead

ଖାଇରେ ପଡ଼ିଲା ବସ, ୧୩ ମୃତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଖାଇରେ ପଡ଼ିଲା ବସ । ମହାରାଷ୍ଟ୍ରର ରାୟଗଢ଼ ଜିଲ୍ଲାରେ ଗୋଟାଏ ବସ ଖାଇରେ ଖସିପଡ଼ିବାରୁ ୧୩ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଅଧିକ ଯାତ୍ରୀ ଆହତ ହୋଇଥିବା କଥା ପୁଲିସ କହିଛି। ପୁନେରେ ପିମ୍ପଲ୍‌ ଗୁରବରୁ ଜର୍ଜଗାଓଁ ଯାଉଥିବାବେଳେ ଭୋର ୪.୩୦ରେ ପୁନେ-ରାୟଗଢ଼ ସୀମାନ୍ତରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଦୁର୍ଘଟଣା ସମୟରେ ବସ୍‌ରେ ୪୧ଜଣ ଯାତ୍ରୀ ଥିଲେ। ଏବେ ଘଟଣାସ୍ଥଳରେ ଉଦ୍ଧାର ଅଭିଯାନ ଚାଲିଛି। ଆଉ ଜଣେ ପୁଲିସ ଅଧିକାରୀ କହିଛନ୍ତି ଯେ, ଏହି ଘରୋଇ ବସ୍‌ଟି ପୁନେରୁ ମୁମ୍ବାଇ ଯାଉଥିବା ବେଳେ ପୁରୁଣା ମୁମ୍ବାଇ-ପୁନେ ରାଜପଥର ସିଂଗ୍ରୋବା ମନ୍ଦିର ନିକଟରେ ଥିବା ଖାଇକୁ ଖସିପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି