Masthead

ସିନ୍ଦେ ଓ ବିଧାୟକଙ୍କୁ ନୋଟିସ ଜାର

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): କିଛି ଦିନ ହେବ ମହାରାଷ୍ଟ୍ର ରାଜନୀତିରେ ଲାଗି ରହିଛି ଅସ୍ଥିରତା । ଏହି ଅସ୍ଥିରତା ମଧ୍ୟର ମହାରାଷ୍ଟ୍ର ବାଚସ୍ପତି ରାହୁଲ ନାର୍ଭାକର ୪୦ ଜଣ ବିଧାୟକ ଏବଂ ଠାକରେଙ୍କ ଦଳର ୧୪ ଜଣ ବିଧାୟକଙ୍କ ଅଯୋଗ୍ୟତା ଉପରେ ଜବାବ ପାଇଁ ନୋଟିସ ଜାରି କରାଯାଇଛି। ସମସ୍ତଙ୍କୁ ସାତ ଦିନ ମଧ୍ୟରେ ନିଜର ନୋଟିସ ଦାଖଲ କରିବାକୁ କହିଛନ୍ତି। ତାଙ୍କ ନିଷ୍ପତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ରାଜ୍ୟ ସରକାରରେ କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ