Masthead

ସିନ୍ଦେ ଓ ବିଧାୟକଙ୍କୁ ନୋଟିସ ଜାର

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): କିଛି ଦିନ ହେବ ମହାରାଷ୍ଟ୍ର ରାଜନୀତିରେ ଲାଗି ରହିଛି ଅସ୍ଥିରତା । ଏହି ଅସ୍ଥିରତା ମଧ୍ୟର ମହାରାଷ୍ଟ୍ର ବାଚସ୍ପତି ରାହୁଲ ନାର୍ଭାକର ୪୦ ଜଣ ବିଧାୟକ ଏବଂ ଠାକରେଙ୍କ ଦଳର ୧୪ ଜଣ ବିଧାୟକଙ୍କ ଅଯୋଗ୍ୟତା ଉପରେ ଜବାବ ପାଇଁ ନୋଟିସ ଜାରି କରାଯାଇଛି। ସମସ୍ତଙ୍କୁ ସାତ ଦିନ ମଧ୍ୟରେ ନିଜର ନୋଟିସ ଦାଖଲ କରିବାକୁ କହିଛନ୍ତି। ତାଙ୍କ ନିଷ୍ପତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ରାଜ୍ୟ ସରକାରରେ କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ