Masthead

ଭୂକମ୍ପରେ ଥରିଲା ମହାରାଷ୍ଟ୍ର

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ର । ହିଂଗୋଲିରେ ୧୦ ମିନିଟରେ ଲଗାତାର ୨ଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ । ପ୍ରାୟ ୧୦ ମିନିଟ୍‌ ବ୍ୟବଧାନରେ ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ହିଙ୍ଗୋଳିରେ ପ୍ରଥମ ଭୂକମ୍ପ ଝଟକା ସକାଳ ୬ଟା ୮ ମିନିଟ୍‌ରେ ଅନୁଭୂତ ହୋଇଥିଲା। ରିକ୍ଟର ସ୍ଲେଲରେ ଏହାର ତୀବ୍ରତା ୪.୫ ରେକର୍ଡ କରାଯାଇଥିଲା।

ଏହାପରେ ଭୂକମ୍ପର ଦ୍ୱିତୀୟ ଝଟକା ସକାଳ ୬ଟା ୧୯ ମିନିଟ୍‌ରେ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଛି। ଭୂକମ୍ପର ଝଟ୍‌କା ଅନୁଭୂତ ହେବା ମାତ୍ରେ ଲୋକେ ଭୟଭୀତ ହୋଇପଡିଥିଲେ । ସଙ୍ଗେ ସଙ୍ଗେ ବାହାରକୁ ଚାଲି ଆସିଥିଲେ। ତେବେ ଭୂକମ୍ପ ଯୋଗୁ ଏଯାଏଁ କୌଣସି ପ୍ରକାରର କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା