Masthead

ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ

ମୁମ୍ବାଇ ( ବଡ଼ ଖବର ବ୍ୟୁରୋ) : ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହ ତାଙ୍କ ବିରୋଧରେ ୧୦୦ କୋଟିର ବଟି ଆଦାୟ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ବେଶ କିଛିଦିନ ହେବ ଦେଶମୁଖ ଚର୍ଚାରେ ଥିଲେ। ଆଜି ବମ୍ବେ ହାଇକୋର୍ଟ ଏହି ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାର ମାତ୍ର କିଛି ଘଣ୍ଟା ପରେ  ଦେଶମୁଖ ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଦେଶମୁଖ ଟ୍ବିଟ କରି କହିଛନ୍ତି କୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ପଦରେ ରହିବ। ନୈତିକତା ନୁହେଁ। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠ।କରେ ତାଙ୍କର ଏହି ଇସ୍ତଫ। ଗ୍ରହଣ କରିଛନ୍ତି।

କୋର୍ଟଙ୍କ ଏହି ନିଷ୍ପତ୍ତି ଅନୀଲ ଦେଶମୁଖଙ୍କ ଇସ୍ତଫ। ଉପରେ ଚ।ପ ପକ।ଇଥିଲ।। ବିରୋଧୀଦଳ ନେତ। ଦେବେନ୍ଦ୍ର ଫଡନ।ଭିସ୍ ଦେଶମୁଖଙ୍କ ଇସ୍ତଫ। ଦ।ବି କରିଥିଲେ। ଫଡନ।ଭିସ୍ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଠ।କରେ ତ।ଙ୍କ ପଦ ଏବଂ ତ।ଙ୍କ ପରିବ।ରକୁ ନେଇ ପଦକ୍ଷେପ ନେବ। ଉଚିତ୍।

ଏହି ପୃଷ୍ଠଭୂମିରେ ମୁମ୍ବ।ଇର ଏନସିପି ସଭ।ପତି ଶରଦ ପ।ୱ।ରଙ୍କ ବ।ସଭବନରେ ଏନସିପି ନେତ।ଙ୍କ ଏକ  ବୈଠକ ଅନୁଷ୍ଠିତ ହୋଇଥିଲ।। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଅଜିତ ପ।ୱ।ର, ଗୃହମନ୍ତ୍ରୀ ଅନିଲ ଦେଶମୁଖ ଏବଂ ଅନ୍ୟ କେତେକ ବରିଷ୍ଠ ନେତ। ଉପସ୍ଥିତ ଥିଲେ। ଦେଶମୁଖଙ୍କ ଇସ୍ତଫ। ଉପରେ ବୈଠକରେ ନିଷ୍ପତ୍ତି ନିଆଯ।ଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ