Masthead

ଲଖିମପୁର ଖେରୀ ହିଂସା ବିରୋଧରେ ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରୀ ହିଂସା ବିରୋଧରେ ମହାରାଷ୍ଟ୍ର ବନ୍ଦ । ମହା ବିକାଶ ଅଘାଡ଼ି ସହଯୋଗୀ ଶିବସେନା, ରାଷ୍ଟ୍ରବାଦି କଂଗ୍ରେସ ପାର୍ଟି (ଏନସିପି) ଏବଂ କଂଗ୍ରେସ ମିଳିତ ଭାବେ ଏହି ବନ୍ଦ ଡାକରା ଦେଇଛନ୍ତି । ରାଜ୍ୟବ୍ୟାପୀ ଲକ୍ଷ୍ମୀପୁର ଖେରୀ ହିଂସା ବିରୋଧରେ ଜୋରଦାର ପ୍ରଦର୍ଶନ ହେଉଛି ।

ବନ୍ଦ ପାଳନ ଅବସରରେ ଛୋଟମୋଟ ହିଂସା ମଧ୍ୟ ହେଉଥିବା ଦେଖିବାକୁ ମିଳିଛି। ବସ୍‌, ଘରୋଇ ଗାଡ଼ିଗୁଡ଼ିକ ଉପରେ ପଥରମାଡ ହେଉଥିବା ବେଳେ ଯାତାୟତ ଉପରେ ରୋକ ଲଗାଇବାକୁ ରାସ୍ତା ଉପରେ ଟାୟାର ଜାଳି ପ୍ରଦର୍ଶନ କରାଯାଇଛି। ଏଥିରେ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟବସ୍ତ ହୋଇପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ