Masthead

ମହାରାଷ୍ଟ୍ର ପଲିଟିକ୍ସ, ଦଳରୁ ବିଦା ହେଲେ ପ୍ରଫୁଲ୍ଲ ପଟେଲ ଓ ସୁନୀଲ ତଟକରେ

ମହାରାଷ୍ଟ୍ର  (ବଡ଼ ଖବର ବ୍ୟୁରୋ): ଏବେ ବି ସରଗରମ ରହିଛି ମହାରାଷ୍ଟ୍ର ରାଜନୀତି । ଚାଚା –ଭତିଜା ଭିତରେ ଚାଲିଛି ଅଙ୍କ କଷାକଷି । ଗତକାଲି ଠାରୁ ପାୱାରଙ୍କ ପରିବାରରେ ରାଜନୈତିକ ଝଡ଼ ଓ ବଳ କଷା ଆରମ୍ଭ ହୋଇଯାଇଛି। ଦଳ କାହା କବଜାରେ ରହିବ ତାହାକୁ ନେଇ ଉଭୟ ଦାଦା ଶରଦ ଏବଂ ପୁତୁରା ଅଜିତଙ୍କ ମଧ୍ୟରେ ଟଣାଓଟରା ଚାଲିଛି। ଏନସିପି ବିଦ୍ରୋହୀ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

ଦଳ ବିରୋଧୀ କାର୍ଯ୍ୟ ପାଇଁ ସାଂସଦ ତଥା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରଫୁଲ୍ଲ ପଟେଲ ଓ ସାଧାରଣ ସମ୍ପାଦକ ସୁନୀଲ ତଟକରେଙ୍କୁ ଦଳରୁ ବିଦା କରାଯାଇଛି ।ସେହିପରି ଶପଥ ଗ୍ରହଣ ସମାରୋହକୁ ଯାଇଥିବା ଆଉ ତିନି ନେତା ଶିବାଜୀ ରାଓ ଗର୍ଜେ, ବିଜୟ ଦେଶମୁଖ ଓ ନରେନ୍ଦ୍ର ରାଣେ ଦଳରୁ ବିଦା ହୋଇଛନ୍ତି । ଏହା ସହ ମନ୍ତ୍ରୀ ଭାବେ ଶପଥ ନେଇଥିବା ୯ ବିଧାୟକଙ୍କ ଅଯୋଗ୍ୟ ଘୋଷଣା କରିବା ଲାଗି ବିଧାନସଭା ବାଚସ୍ପତି ରାହୁଲ ନରୱେକରଙ୍କୁ ପ୍ରସ୍ତାବ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି