Masthead

‘ସିଏମ ସେତେବେଳେ ହେବ, ଯେବେ ଶରଦଙ୍କୁ ସାଙ୍ଗରେ ଆଣିବ’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ର ବିଧାନସଭାରେ ବିରୋଧୀ ଦଳର ନେତା ବିଜୟ ୱଡେଟିୱାର ଏକ ବଡ଼ ବୟାନ । କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଜିତ ପାୱାରଙ୍କୁ ଗୋଟିଏ ସର୍ତ୍ତରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ତାଙ୍କ କହିବାନୁସାରେ, ପ୍ରଧାନମନ୍ତ୍ରୀ ମୋଦି ଅଜିତ ପାୱାରଙ୍କୁ କହିଛନ୍ତି ଯେ, ସେତେବେଳେ ଆପଣ ମୁଖ୍ୟମନ୍ତ୍ରୀ ହେବେ, ଯେତେବେଳେ ଆପଣ ଶରଦ ପାୱାରଙ୍କୁ ସାଙ୍ଗରେ ଆଣିବେ। କିଛି ଦିନ ପୂର୍ବରୁ ଶରଦ ପାୱାରଙ୍କୁ ଭେଟିଥିଲେ ଅଜିତ । ଏହା ଉପରେ ପ୍ରଶ୍ନ ପଚରା ଯିବାରୁ ସେ କହିଥିଲେ ଏ ବିଷୟରେ ଆଲୋଚନା  କରାଯିବାର କିଛି ଆବଶ୍ୟକତା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ