Masthead

ମହାରାଷ୍ଟ୍ରରେ ଭୂସ୍ଖଳନ, ୪ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଭୟଙ୍କର ଭୂସ୍ଖଳନ । ୪ ମୃତ । ଖଲାପୁର ତହସିଲ ଇର୍ଶଲୱାଡିରେ ଭୂସ୍ଖଳନ ଯୋଗୁଁ ଜୀବନ ହାନି । ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଏନଡିଆରଏଫ । ଏହି ସ୍କୂସ୍ଖଳନରେ ରାଇଗଡରେ ୩୦ ରୁ ଅଧିକ ପରିବାରର ପ୍ରାୟ ୧୦୦ ଲୋକ ଫସି ରହିଛନ୍ତି। ଯେଉଁଠାରେ ଦୁର୍ଘଟଣା ଘଟିଥିଲା ସେହି ସ୍ଥାନଟି ମୋର୍ବି ଡ୍ୟାମଠାରୁ ୬ କିଲୋମିଟର ଦୂରରେ ।

ଏହି ଦୁର୍ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ଏପର୍ଯ୍ୟନ୍ତ ଚାରିଟି ମୃତଦେହ ଉଦ୍ଧାର କରାଯାଇଛି ଏବଂ ତିନି ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ