Masthead

ମହାରାଷ୍ଟ୍ରରେ ଭୂସ୍ଖଳନ, ୪ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଭୟଙ୍କର ଭୂସ୍ଖଳନ । ୪ ମୃତ । ଖଲାପୁର ତହସିଲ ଇର୍ଶଲୱାଡିରେ ଭୂସ୍ଖଳନ ଯୋଗୁଁ ଜୀବନ ହାନି । ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଏନଡିଆରଏଫ । ଏହି ସ୍କୂସ୍ଖଳନରେ ରାଇଗଡରେ ୩୦ ରୁ ଅଧିକ ପରିବାରର ପ୍ରାୟ ୧୦୦ ଲୋକ ଫସି ରହିଛନ୍ତି। ଯେଉଁଠାରେ ଦୁର୍ଘଟଣା ଘଟିଥିଲା ସେହି ସ୍ଥାନଟି ମୋର୍ବି ଡ୍ୟାମଠାରୁ ୬ କିଲୋମିଟର ଦୂରରେ ।

ଏହି ଦୁର୍ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ଏପର୍ଯ୍ୟନ୍ତ ଚାରିଟି ମୃତଦେହ ଉଦ୍ଧାର କରାଯାଇଛି ଏବଂ ତିନି ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ