Masthead

21 ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଉଦ୍ଧବ ସେନା !

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ)ମହାରାଷ୍ଟ୍ର ରାଜନୀତି ରେ ହଲଚଲ ସୃଷ୍ଟି ହୋଇଛି । ଆଗକୁ ନିର୍ବାଚନ ଥିବାବେଳେ କିଏ କେତୋଟି ଆସନରୁ ଲଢିବ ସେନେଇ ଏକ ତାଲିକା ସାମ୍ନାକୁ ଆସିଛି । ମହାରାଷ୍ଟ୍ରରେ ଉଦ୍ଧବସେନା ୨୧ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ଥିବାବେଳେ କଂଗ୍ରେସ ୧୫ ଟି ଆସନରେ ଲଢିପାରେ । ଏନସିପିର ଶରଦ ପାୱାର ଦଳ ଆସନ୍ତା ଲୋକସଭା ନିର୍ବାଚନରେ ୯ ସିଟ୍ ପାଇପାରନ୍ତି ବୋଲି ସୂତ୍ରରୁ ପ୍ରକାଶ ପାଇଛି । ମହାରାଷ୍ଟ୍ରର ବିରୋଧୀ ଦଳ ମାହା ବିକାଶ ଅଘାଡି ସରକାର ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଆସନ ବାଣ୍ଟିବା ନେଇ ଚୁକ୍ତିହୋଇଛିି । ସୂତ୍ରରୁ ପ୍ରକାଶ ଯେ ପ୍ରକାଶ ଆମ୍ବେଦକରଙ୍କ ନେତୃତ୍ୱରେ ଦଳ ଭଞ୍ଚିତ ବାହୁଜନ ଆଗାଡି ଦୁଇଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି । ଏବଂ ରାଜୁ ଶେଟ୍ଟୀ ସ୍ୱାଭିମାନି ପକ୍ଷରୁ ଗୋଟିଏ ଆସନ ପାଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ