Masthead

ମଣ୍ଡପେ ମହାଷ୍ଟମୀ, ପୀଠେ ନବମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆଜି ମଣ୍ଡପରେ ମହାଅଷ୍ଟମୀ, ଶକ୍ତି ପୀଠରେ ନବମୀ । ଏଥିପାଇଁ ଚଳଚଞ୍ଚଳ ପୂଜା ମଣ୍ଡପ ଓ ଶକ୍ତି ପୀଠ । ମନ୍ତ୍ର ପାଠରେ କମ୍ପୁଛି ପରିବେଶ । କରୋନା କଟକଣା ପାଇଁ ଏଥର ସବୁ ପୂଜା ମଣ୍ଡପ ଭକ୍ତଶୂନ୍ୟ ହୋଇ ପଡ଼ିଛି । ଆଗ ଭଳି ଉତ୍ସାହ ମଧ୍ୟ ନାହିଁ କାହା ମନରେ । ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା କରାଯାଇଛି । ଯେଉଁକାରଣରୁ ଅନେକ ପଜା କମିଟି ଫେସବୁକ, ୟୁଟ୍ୟୁବ ମାଧ୍ୟମରେ ଲାଇଭ ବ୍ୟବସ୍ଥା ମଧ୍ୟ କରିଛନ୍ତି ।

ସାଧାରଣ ଭକ୍ତଙ୍କୁ ମଣ୍ଡପକୁ ବାରଣ ଥିବାରୁ ମା’ଙ୍କ ମୂର୍ତ୍ତି ସହ ମଣ୍ଡପ ପାଶ୍ୱର୍ ଗୁଡ଼ିକ ଆବଦ୍ଧ ମଧ୍ୟ କରାଯାଇଛି । ଦେବୀପୀଠ ମାନଙ୍କରେ ବି ଚାଲିଛି ନବମୀ ପୂଜା । ମଣ୍ଡପ ଅଷ୍ଟମୀ ପୂଜାରେ ଆଜି ମା’ଙ୍କର ସନ୍ଧି ପୂଜା କରାଯିବ । ଏହାପରେ ମହାଷ୍ଟମୀ ପୂଜା କରାଯାଇ ଶୋଡ଼ଷ ଉପଚାର କରାଯିବ । ତେବେ ଅଷ୍ଟମୀରେ ମହିଳାମାନଙ୍କ ଦ୍ୱାରା ହେଉଥିବା ଶାଢ଼ୀ ପୂଜା ଓ କନ୍ୟା ପୂଜାକୁ ମଧ୍ୟ ବିଭିନ୍ନ ମଣ୍ଡପରେ ବନ୍ଦ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା