Masthead

ଶିମିଳିପାଳକୁ ଫେରିଲେ ମହେନ୍ଦ୍ର, ରାଜକୁମାର

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ଶିମିଳିପାଳକୁ ପୁଣି ଫେରିଲେ କୁମକି ହାତୀ ମହେନ୍ଦ୍ର ଏବଂ ରାଜକୁମାର । ପୂର୍ବରୁ ଏ ଦୁଇ ହାତୀ ବାଘୁଣୀ ସୁନ୍ଦରୀକୁ ସୁରକ୍ଷା ଦେବା ପାଇଁ ସାତକୋଶିଆରେ ନିୟୋଜିତ ଥିଲେ। ଆଜି ହାତୀ ଦୁଇ ହାତୀଙ୍କ ଶିମିଳିପାଳ ନିଆଯାଉଛି। ପୁଣି ଶିମିଳିପାଳର ସୁରକ୍ଷା ବଢାଇବା ସହିତ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ