Masthead

ପରିବା ବିକିବେ ଧୋନି!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ରହିଛନ୍ତି ଏବେ ଚର୍ଚ୍ଚାରେ । ୨୦୨୦ ଅଗଷ୍ଟ ୧୫ରେ ସେ କ୍ରିକେଟ ଜଗତକୁ ଅଲବିଦା କହିଥିଲେ । ଏବେ ତାଙ୍କ ପରିବା ଚାଷ ଖବର ଗଣମାଧ୍ୟମରେ ହାଇଲାଇଟ ରହିଛି। ସେ ରାଞ୍ଚିରେ ରହିଥିବା ୪୩ ଏକ ଫାର୍ମ ହାଉସର ୧୦ ଏକର ଜମିରେ ବିଭିନ୍ନ ପ୍ରକାରର ପରିବା ଓ ଫଳ ଚାଷ ଆରମ୍ଭ କରିଥିଲେ । ଏବେ ଏହି ପରିବାକୁ ଦୁବାଇ ରପ୍ତାନୀ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ମାହି ତାଙ୍କ ଜମିରେ ୧୦ ଏକର ଜମିରେ ଜୈବିକ ପଦ୍ଧତିରେ ଏକାଧିକ କିସମର ଫଳ ଓ ପନିପରିବା ଚାଷ କରିଛନ୍ତି । ଏହାକୁ କିଣିବା ପାଇଁ ରାଞ୍ଚିର ଲୋକାଲ ମାର୍କେଟରେ ବହୁତ ଭିଡ ଜମୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ