Masthead

ଯଦି ୧୨ ବର୍ଷର ବାଜି ରାଉତ ଧମକାଇ ଦେଲା, ୬୨ ବର୍ଷର ଲୋକ କ’ଣ ପାରିବନି ?: ମହେଶ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲଢ଼ିବା ଚର୍ଚ୍ଚା ହେଉଛି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ଢେଙ୍କାନାଳ ବିଜେଡି ସାଂସଦ ମହେଶ ସାହୁ । ସେ କହିଛନ୍ତି, ବିଜେଡି ପ୍ରସ୍ତୁତି କରୁଛି, ଧର୍ମେନ୍ଦ୍ର ଜଣେ ବ୍ୟକ୍ତି, ମୁଁ ବି ଜଣେ ବ୍ୟକ୍ତି। ଯଦି ୧୨ ବର୍ଷର ବାଜି ରାଉତ ଧମକାଇ ଦେଲା । ୬୨ ବର୍ଷର ଲୋକ କ’ଣ ପାରିବନି ? ୨୦୦୯ ରେ ଲଢ଼େଇ କରି ପରାସ୍ତ କରାଯାଇଥିଲା।୨୦୨୪ ରେ କ’ଣ ହେବ ଜଣାପଡ଼ିବ। ବିଜେଡି ସବୁବେଳେ ପ୍ରସ୍ତୁତ ରହିଛି, ଯିଏ ଆସିବ ଲଢ଼ିବାକୁ ପ୍ରସ୍ତୁତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ