Masthead

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନୂଆବର୍ଷରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆର ଭିନିଲ କ୍ରୀଷ୍ଣା ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଓ ଏହା ସହିତ ସେ କ୍ରୀଡ଼ା ବିଭାଗ ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିବେ । ପୁରୀ ଜିଲ୍ଲାପାଳ ଥିବା ବଳବନ୍ତ ସିଂହ ହେଲେ ଓଏମସି ଏମଡ଼ି । ଅନ୍ୟପଟେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଥିବା ସମର୍ଥ ବର୍ମା ହେଲେ ପୁରୀ ଜିଲ୍ଲାପାଳ ।

ପାରୁଲ ପଟୱାରୀ ହେଲେ ପୂର୍ତ ବିଭାଗ ଉପ ସଚିବ । ଅମ୍ରିତ ରୁତୁରାଜ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ । ସେହିପରି ଭିସାଲ ସିଂ ହେଲେ ଜାଜପୁର ପିଡ଼ି ଡ଼ିଆରଡ଼ିଏ । ପ୍ରମୋଦ ବେହେରା ହେଲେ ରାଜସ୍ୱ ବିଭାଗ ଅତିରିକ୍ତ ସଚିବ । ଜଗତସିଂହପୁର ଜିଲ୍ଲାପାଳ ସରୋଜ ମିଶ୍ର ହେଲେ ରାୟଗଡ଼ା ଜିଲ୍ଲାପାଳ । ମହମ୍ମଦ ସାଦିକ ଆଲାମ ହେଲେ ଶିଳ୍ପ ନିର୍ଦ୍ଦେଶକ । ପୁରୀ, ଜଗତସିଂହପୁର, ରାୟଗଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ?