Masthead

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନୂଆବର୍ଷରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆର ଭିନିଲ କ୍ରୀଷ୍ଣା ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଓ ଏହା ସହିତ ସେ କ୍ରୀଡ଼ା ବିଭାଗ ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିବେ । ପୁରୀ ଜିଲ୍ଲାପାଳ ଥିବା ବଳବନ୍ତ ସିଂହ ହେଲେ ଓଏମସି ଏମଡ଼ି । ଅନ୍ୟପଟେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଥିବା ସମର୍ଥ ବର୍ମା ହେଲେ ପୁରୀ ଜିଲ୍ଲାପାଳ ।

ପାରୁଲ ପଟୱାରୀ ହେଲେ ପୂର୍ତ ବିଭାଗ ଉପ ସଚିବ । ଅମ୍ରିତ ରୁତୁରାଜ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ । ସେହିପରି ଭିସାଲ ସିଂ ହେଲେ ଜାଜପୁର ପିଡ଼ି ଡ଼ିଆରଡ଼ିଏ । ପ୍ରମୋଦ ବେହେରା ହେଲେ ରାଜସ୍ୱ ବିଭାଗ ଅତିରିକ୍ତ ସଚିବ । ଜଗତସିଂହପୁର ଜିଲ୍ଲାପାଳ ସରୋଜ ମିଶ୍ର ହେଲେ ରାୟଗଡ଼ା ଜିଲ୍ଲାପାଳ । ମହମ୍ମଦ ସାଦିକ ଆଲାମ ହେଲେ ଶିଳ୍ପ ନିର୍ଦ୍ଦେଶକ । ପୁରୀ, ଜଗତସିଂହପୁର, ରାୟଗଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା