Masthead

ଭାରତ-ଚୀନ ମଧ୍ୟରେ ମେଜର ଜେନେରାଲ ସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ-ଚୀନ ମଧ୍ୟରେ ଚାଲିଛି ମେଜର ଜେନେରାଲ ସ୍ତରୀୟ ଆଲୋଚନା । ଦୌଲତ ବେଗ୍‌ ଓଲ୍ଡିରେ ମେଜର ଜେନେରାଲ ସ୍ତରୀୟ ବୈଠକ ବସିଛି । ଏହା ହେଉଛି ଦୁଇ ଦେଶ ମଧ୍ୟରେ ନିୟମିତ ସୀମା ନିୟନ୍ତ୍ରଣ ବୈଠକ । ପୂର୍ବ ଲଦାଖରେ ୪ ବର୍ଷ ହେଲା ଲାଗିଥିବା ଉତ୍ତେଜନା ହ୍ରାସ କରିବା ପାଇଁ ଉଦ୍ୟମ ଚାଲିଛି । ଏପ୍ରିଲ ୨୩ରେ ଚୋସୁଲ-ମୋଲ୍ଡୋ କମାଣ୍ଡର ସ୍ତରୀୟ ବୈଠକ ହୋଇଥିଲା । ସୁଫଳ ନ ମିଳିବାରୁ ପୁଣି ମେଜର ଜେନେରାଲ ସ୍ତରୀୟ ବୈଠକ ବସିଥିବା ସୂଚନା ମିଳିଛି । ଏଲଏସିର ସମ୍ବେଦନଶୀଳ ଅଞ୍ଚଳରୁ ସେନା ହ୍ରାସ ନେଇ ଭାରତ ପ୍ରସ୍ତାବ ଦେଇଥିବା ବେଳେ ଭାରତର ପ୍ରସ୍ତାବରେ ଚୀନ ସହମତ ହୋଇନଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ